https://kanaknews.com/advance-payment-of-old-age-pension/
୪୮ ଲକ୍ଷ ହିତାଧିକାରୀଙ୍କୁ ମିଳିବ ଆଗୁଆ ଭତ୍ତା । ଏପ୍ରିଲ, ମେ, ଜୁନ୍ ଓ ଜୁଲାଇ ମାସର ଭତ୍ତା ଦେବେ ସରକାର । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ସୂଚନା